ଆଜି ରାଜଧାନୀ ଭୁବନେଶ୍ଵରରୁ ଆଉ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ

28

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ବରରୁ ଆଜି ଆଉ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୬୬ ପଜିଟିଭଙ୍କ ମଧ୍ୟରୁ ୯୮ ଜଣ କ୍ଵାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୬୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More