ଆଜି ରାଜଧାନୀ ଭୁବନେଶ୍ଵରରୁ ୩୦୧ କାରୋନା ଆକ୍ରାନ୍ତ ଚିହ୍ନଟ

39

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୯୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ୨୧୮ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More