ଆଜି ରାଜଧାନୀ ଭୁବନେଶ୍ଵରରୁ ୩୨୬ କାରୋନା ଆକ୍ରାନ୍ତ ଚିହ୍ନଟ

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜଧାନୀ ଭୁବନେଶ୍ୱରରୁ ଆଉ ୩୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୭୦ ଜଣ ଚିହ୍ନଟ ହୋଇଥିବାବେଳେ ୨୫୬ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୨୧୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More