ଆଜି ରାଜଧାନୀ ଭୁବନେଶ୍ଵରରେ ଆଉ ୩୬୨ କରୋନା ଅକ୍ରାନ୍ତ ଚିହ୍ନଟ

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜଧାନୀ ଭୁବନେଶ୍ଵରରୁ ଆଉ ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୬୨ ପଜିଟିଭଙ୍କ ମଧ୍ୟରୁ ୭୬ ଜଣ କ୍ଵାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୮୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More