ଆଜି ରାଜଧାନୀ ଭୁବନେଶ୍ଵରରେ ୨୮୧ କରୋନା ଆକ୍ରାନ୍ତ ଚିହ୍ନଟ

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ବରରେ ଆଜି ୨୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୯୨ କ୍ବାରେଣ୍ଟାଇନ୍‌ ହୋଇଥିବାବେଳେ ୮୯ଜଣ ଲୋକାଲ୍‌ କେସରେ କରୋନା ଆକ୍ରାନ୍ତ ହୋଇଛନ୍ତି ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More