ଆଜି ରାଜଧାନୀ ଭୁବନେଶ୍ଵରରେ ୧୨୪ କାରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଙ୍କ୍ରମିତଙ୍କ ସଂଖ୍ୟା ୧୦୪୩କୁ ବୃଦ୍ଧି

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜଧାନୀ ଭୁବନେଶ୍ଵରରୁ ରେକର୍ଡ ସଂଖ୍ୟକ ୧୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଦୈନିକ ସଂକ୍ରମିତଙ୍କ ମଧ୍ୟରେ ସର୍ବାଧିକ । ଆଜି ଚିହ୍ନଟ ୧୨୪ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ଵରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩ରେ ପହଞ୍ଚିଛି। ଏନେଇ ବିଏମସି ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More