ଆଜି ରାଜ୍ୟରୁ୧୮୭୬ କରୋନା ପଜିଟିଭ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦,୬୭୨କୁ ବୃଦ୍ଧି

23

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରୁ ଆଉ ୧୮୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୮୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୯୪ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ବୁଧବାର ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦,୬୭୨କୁବୃଦ୍ଧି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More