ଆଜି ରାଜ୍ୟରୁ ଆଉ ୧୬୧୭ କରୋନା ଆକ୍ରାନ୍ତ ଚିହ୍ନଟ

25

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ଗୁରୁବାର ଆଉ ୧୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୮୭ହଜାର ୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More