ଆଜି ରାଜ୍ୟରୁ ଆଉ ୩୯୧୩ କରୋନା ଆକ୍ରାନ୍ତ ଚିହ୍ନଟ

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଆଜି ରାଜ୍ୟରୁ ଆଉ ୩ ହଜାର ୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More