ଆଜି ରାଜ୍ୟରେ ଆଉ ୨୨୨ କରୋନା ଆକ୍ରାନ୍ତ ଚିହ୍ନଟ

18

Get real time updates directly on you device, subscribe now.

ଭୁବନେଶ୍ୱର(ସଂଘର୍ଷ ମିଡିଆ) : ରାଜ୍ୟରେ ଆଉ ୨୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୩୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୯୨ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୬ଜଣ ପଜିଟିଭ୍‌ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ମାମଲା ୧୪୧୭ ରହିଛି । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More