ଆଜି ରାଜ୍ୟରେ ଏକକାଳୀନ ସର୍ବାଧିକ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫କୁ ବୃଦ୍ଧି

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ଏକକାଳୀନ ସର୍ବାଧିକ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ୨୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି । ଆଜି ରାଜ୍ୟ​‌​‌ରେ ଚିହ୍ନଟ ହୋଇଥିବା ୨୦ ଜଣଙ୍କ ମଧ୍ୟରେ ୧୭ ଜଣ ଗଞ୍ଜାମ ଜିଲାର ​‌ହୋଇଥିବା ବେଳେ ୩ ଜଣ ମୟୂରଭଞ୍ଜ ଜିଲାର ରହିଛନ୍ତି । ତେବେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଚିହ୍ନଟ ହୋଇଥିବା ସମସ୍ତ ୨୦ ଜଣଙ୍କ ତଥ୍ୟ ଦିଆଯାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁସାରେ ଆଜି ଚିହ୍ନଟ ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା ହୋଇଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନରେ ଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More