ଆଜି ରାଜ୍ୟରେ ନୂଆ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ

19

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ନୂଆ ୧୪୮୦ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫କୁ ବୃଦ୍ଧି ପାଇଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସ୍ଥାନୀୟ ଅଂଚଳରୁ ୬୨୨ ଏବଂ ସଙ୍ଗରୋଧରୁ ୮୫୮ ଜଣ ରହିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More