ଆଜି ରାଜ୍ୟରେ ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

45

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ମହାମାରୀ କାରୋନା ଦେଶରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି । ଆଜି ରାଜ୍ୟରେ ୪, ୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧,୭୫୨ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ,୯୨, ୫୪୮କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More