ଆଜି ରାତି ୯ଟାରୁ ଲାଗୁ ହେବ, ରାଜ୍ୟର ୪ଟି ଜିଲା ଓ ଗୋଟିଏ ମହାନଗର ନିଗମରେ ୧୪ ଦିନିଆ ଲକଡ଼ାଉନ ନିୟମ

13

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : କରୋନା ସଂକ୍ରମଣର ହଟସ୍ପଟ ପାଲଟିଥିବା ରାଜ୍ୟର ୪ଟି ଜିଲା ଓ ଗୋଟିଏ ମହାନଗର ନିଗମରେ ଆଜି ରାତି ୯ଟାରୁ ୧୪ ଦିନିଆ ଲକଡ଼ାଉନ ନିୟମ ଲାଗୁ ହେବ। ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲା ସହ ରାଉରକେଲା ମହାନଗର ନିଗମରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସହ ବୃଦ୍ଧି ପାଉଥିବାରୁ ଏହି କଟକଣା ଲାଗୁ କରାଯାଇଛି। ଲାଗୁ ହୋଇଥିବା ନିୟମ ଅନୁଯାୟୀ, ଅତ୍ୟାବଶ୍ୟକ ସେବାକୁ ଛାଡ଼ି ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନ , କାର୍ଯ୍ୟାଳୟ, ଅନୁଷ୍ଠାନ ବନ୍ଦ ରହିବ।କ୍ଷୀର, ପରିବା, ତେଜରାତି ଦୋକାନ, ଆଦି ସକାଳ ୬ଟାରୁ ଦିନ ୧ଟା ଯାଏଁ ଖୋଲା ରହିବ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More