ଆଶା ପକ୍ଷରୁ ଶିଶୁ ଦିବସ ପାଳିତ

22

Get real time updates directly on you device, subscribe now.

ବୌଦ୍ଧ(ସଂଘର୍ଷ ମିଡିଆ) : ବୌଦ୍ଧ ଜିଲ୍ଲା ସଦର ବ୍ଲକ ଶଗଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ସେଛାସେବୀ ଅନୁଷ୍ଠାନ ” ଆଶା” ତରଫରୁ ଶିଶୁ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ସମ୍ମାନିତ ଅତିଥି ସରପଞ୍ଚ ସନ୍ଧ୍ୟାରାଣୀ ମହାକୁଳ , ଆଶା ସଂପାଦକ ରାଜୀବ କର୍ମୀଙ୍କ ସଂଯୋଜନା କରିଥିଲେ । ଗ୍ରାମପଞ୍ଚାୟତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସମେତ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । ବୌଦ୍ଧରୁ ଉଗ୍ରସେନ କର୍ମୀଙ୍କ ରିପୋର୍ଟ ସଂଘର୍ଷ ନ୍ୟୁଜ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More