ଆସନ୍ତା ଅଗଷ୍ଟ ଦ୍ଵିତୀୟ ସପ୍ତାହରେ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ

41

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପାଠ୍ୟକ୍ରମର ଅନ୍‌ଲାଇନ୍‌ ଖାତାଦେଖା ଶେଷ ହୋଇଛି। ପ୍ରାୟ ସମସ୍ତ ଖାତା ଦେଖା ସରିଛି। ବାଣିଜ୍ୟ ଓ ବିଜ୍ଞାନ ପାଠ୍ୟକ୍ରମର ପରୀକ୍ଷା ଫଳ ଅଗଷ୍ଟ ଦ୍ବିତୀୟ ସପ୍ତାହ ସୁଦ୍ଧା ପ୍ରକାଶ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More