ଅଗଷ୍ଟ ୧୨ରେ ପ୍ରକାଶ ପାଇବ +୨ ବିଜ୍ଞାନ ପରୀକ୍ଷାଫଳ

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ଅଗଷ୍ଟ ୧୨ରେ ପ୍ରକାଶ ପାଇବ। ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ମଧ୍ୟାହ୍ନ ୧୨.୩୦ରେ ପ୍ରକାଶ କରାଯିବ। ଏହାପରେ ଛାତ୍ରଛାତ୍ରୀମାନେ ସିଏଚ୍‌ଏସ୍‌ଇ ୱେବ୍‌ସାଇଟ୍‌ରୁ ସେମାନଙ୍କ ପରୀକ୍ଷାଫଳ ଦେଖିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More