ଆସନ୍ତା ଅଗଷ୍ଟ ୧୯ରେ ପ୍ରକାଶ ପାଇବ +୨ ବାଣିଜ୍ୟ ପରୀକ୍ଷାଫଳ

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ବାଣିଜ୍ୟ ପରୀକ୍ଷାଫଳ ଆସନ୍ତା ଅଗଷ୍ଟ ୧୯ ତାରିଖ ପୂର୍ବାହ୍ନ ୧୧.୩୦ରେ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।  ଛାତ୍ରଛାତ୍ରୀ www.orissaresults.nic.in ମାଧ୍ୟମରେ ସେମାନଙ୍କ ପରୀକ୍ଷା ଫଳ ଦେଖିପାରିବେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More