ଆସନ୍ତା ନଭେମ୍ବର ୨୦ରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ

35

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆସନ୍ତା ନଭେମ୍ବର ୨୦ରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ଏହି ଅଧିବେଶନ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନର ପ୍ରଥମ ଦିନରେ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ । ଏହି ଅଧିବେଶନ ଡ଼ିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More