ଆସନ୍ତା ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ : ୭୫୭ରୁ ୧୩୬ ପଜିଟିଭ୍‌

13

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଆସନ୍ତା ୨୯ତାରିଖରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ବସିବାକୁ ଥିବା ବେଳେ ଏହା ପୂର୍ବରୁ କରୋନା ଟେଷ୍ଟ ରିପୋର୍ଟ ଆସିଛି। ଗତକାଲି କରାଯାଇଥିବା ୭୫୭ କୋଭିଡ୍ ପରୀକ୍ଷାରୁ ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଛି। ବିଧାୟକ ଦେବୀ ମିଶ୍ର ଓ ପ୍ରମିଳା ମଲ୍ଲିକଙ୍କ ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More