ଆସନ୍ତା ୯ ଯାଏଁ ପୁଣି ଭିଜିବ ଓଡିଶା

17

Get real time updates directly on you device, subscribe now.

ଭୁବନେଶ୍ୱର(ସଂଘର୍ଷ ମିଡିଆ) : ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ଲାଗି ରହିଛି ବର୍ଷା। ଆନ୍ଧ୍ର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାରେ କିଛି ଜିଲାରେ ଲଗାଣ ବର୍ଷାର ସମ୍ଭାବନା ରହିଛି। ଆଜି ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି। ଆସନ୍ତା ୯ ତାରିଖ ଯାଏଁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More