ଓଜେଏସ ପରୀକ୍ଷାଫଳ ପ୍ରକାଶ, ପୁଅଙ୍କୁ ପଛରେ ପକାଇ ଟପ-୩ରେ ଝିଅ

24

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) :- ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ଦ୍ବାରା ପରିଚାଳିତ ଓଡ଼ିଶା ଜୁଡ଼ିସିଆଲ ସର୍ଭିସ(ଓଜେଏସ) ୨୦୨୧ ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ୫୦ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ସେଥିମଧ୍ୟରୁ ୨୮ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି ବୋଲି ଓପିଏସସି ପକ୍ଷରୁ ସୂଚନା ଦିଆଯାଇଛି। ଓଜେଏସ ପରୀକ୍ଷାରେ ସାରା ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ଆଦ୍ୟାଶା ମିଶ୍ର ଟପ୍ପର ହୋଇଛନ୍ତି। ସେହିପରି ଚେତନା ପଟ୍ଟନାୟକ ଦ୍ବିତୀୟ ଏବଂ ଏ.ଗୀତାଞ୍ଜଳୀ ନାଇଡୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିପରି ପୁଅଙ୍କୁ ପଛରେ ପକାଇ ଟପ-୩ରେ ରହିଲେ ଝିଅ। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More