ଓଡ଼ିଶାକୁ କଲିକତା ବିପଦ, ରାଜ୍ୟରେ ଚିହ୍ନଟ ୧୩ ଜଣଙ୍କ ମଧ୍ୟରୁ ୧୦ ଜଣଙ୍କର ରହିଛି କଲିକତା ସମ୍ପର୍କ

31

Get real time updates directly on you device, subscribe now.

ଭୁବନେଶ୍ବର (ସଂଘର୍ଷ ମିଡିଆ : ଓଡ଼ିଶାକୁ କଲକତା ବିପଦ ଘାରିଛି । ୨୦ ତାରିଖ (ସୋମବାର) ରାଜ୍ୟରେ ଚିହ୍ନଟ ହୋଇଥିବା ୧୩ ଜଣଙ୍କ ମଧ୍ୟରୁ ୧୦ ଜଣଙ୍କର ରହିଛି କଲିକତା ସମ୍ପର୍କ । ଭଦ୍ରକ ଓ ଯାଜପୁରର ଏହି ସଂକ୍ରମିତମାନେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ କଲକତାରୁ ରୋଗ ଟାଣିଛନ୍ତି । ଆଜି ଭଦ୍ରକରେ ଚିହ୍ନଟ ହୋଇଥିବା ୫ ଜଣ ଆକ୍ରାନ୍ତ ଏବଂ ଯାଜପୁରରେ ଚିହ୍ନଟ ହୋଇଥିବା ୫ ଜଣ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି କୋଲକାତା ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More