ଓଡ଼ିଶାର ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

35

Get real time updates directly on you device, subscribe now.

ଭୁବନେଶ୍ୱର(ସଂଘର୍ଷ ମିଡିଆ ) : ଓଡ଼ିଶାର ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ବାଚନିକ ଭୋଟ ପରେ ନୂଆ ବାଚସ୍ପତି ଭାବେ ଆରୁଖଙ୍କ ନାଁ ଘୋଷଣା କରାଯାଇଛି । ସ୍ୱତନ୍ତ୍ର ଅଧିବେଶନରେ ନିର୍ଦ୍ୱନ୍ଦରେ ଆରୁଖ ନିର୍ବାଚିତ ହେବା ପରେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି । ଆସନ ଗ୍ରହଣ କରିବା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ଦଳର ନେତାମାନେ ଗୃହରେ ଉପସ୍ଥିତ ଥିଲେ । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More