ଓଡିଶାରେ ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୬୬୧୪କୁ ବୃଦ୍ଧି

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରବିବାର ଚିହ୍ନଟ ୨୬୪ ଜଣଙ୍କ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୬୧୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା କରିଛି। ରବିବାର ଚିହ୍ନଟ ହୋଇଥିବା ୧୬୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୩୦ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More