ଭୁବନେଶ୍ଵର 9 ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ତିନି ଜଣଙ୍କୁ ମିଶାଇ ବାଲେଶ୍ଵରରେ ଆକ୍ରାନ୍ତ ସଂଖା ୧୯ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି। ଆକ୍ରାନ୍ତ ତିନି ଜଣ ବାଲେଶ୍ଵର ଜିଲାର ହୋଇଥିବା ବେଳେ ସେମାନେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Get real time updates directly on you device, subscribe now.