ଓଡିଶାରେ ଆଉ ୪୯୪ କରୋନା ପଜିଟିଭ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୫,୩୯୨କୁ ବୃଦ୍ଧି

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ଆଉ ୪୯୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୩୨୨ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୭୨ ରହିଥିବା ଜଣାପଡିଛି। ଆଜିର ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୫,୩୯୨ ରେ ପହଞ୍ଚିଥିବାବେଳେ ୧୦, ୪୭୬ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ୪୮୧୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More