ଓଡିଶାରେ କରୋନା ନେଲା ଆଉ ୬ ଜୀବନ ; ମୋଟ ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଚିନ୍ତା ବଢାଇଲା କରୋନା। ରାଜ୍ୟରେ ବୁଧବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଗଞ୍ଜାମରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳ ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି।  ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More