ଓଡିଶାରେ ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟଙ୍କ ସଂଖ୍ୟା ୫୩୫୩କୁ ବୃଦ୍ଧି

51

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ରାଜ୍ୟରେ ବୁଧବାର ଆଉ ୧୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୫୩୫୩କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More