ଓଡିଶାରେ ସୁସ୍ଥ ହେଲେ ଆଉ ୩୦ କାରୋନା ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୧୯୬

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦ ଜଣ କୋରୋନା ଆକ୍ରାନ୍ତ ରୋଗୀ । ସୁସ୍ଥ ହୋଇଥିବା ୩୦ ଜଣ ରୋଗୀଙ୍କୁ ଗତକାଲି ସେମାନଙ୍କ ଘରକୁ ଡିସଚାର୍ଜ କରିଦିଆଯାଇଛି । ସୁସ୍ଥ ହୋଇଥିବା ଏହି ୩୦ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୨୮, କଟକ ଜିଲ୍ଲାର ଓ ବାଲେଶ୍ୱର ଜିଲ୍ଲାର ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏହି ୩୦ ଜଣ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More