ଓଡିଶାରେ ୨୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ, ମୋଟ ରୋଗୀଙ୍କ ସଂଖ୍ୟା ୫୭୫୨କୁ ବୃଦ୍ଧି

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ୨୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତ ସଂଖ୍ୟା ୫୭୫୨କୁ ବୃଦ୍ଧି ପାଇଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୫୬ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୨୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More