କଟକଣା ମଧ୍ୟରେ ମହାପ୍ରଭୁଙ୍କ ରଥଯାତ୍ରା କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦଇତାପତି ନିଯୋଗ

13

Get real time updates directly on you device, subscribe now.

ପୁରୀ ( ସଂଘର୍ଷ ମିଡିଆ ) : ମହାମାରୀ କରୋନାକୁ ନେଇ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିନ୍ତତା ଲାଗି ରହିଛି।  ଏହାରି ମଧ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି କଟକଣା ମଧ୍ୟରେ ରଥଯାତ୍ରା କରିବାକୁ ନିବେଦନ କରିଛନ୍ତି ଦଇତାପତି ନିଯୋଗ । ପରମ୍ପରା ଆଧାରରେ ରଥଯାତ୍ରା କରିବାକୁ ଚିଠି ମାଧ୍ୟମରେ ନିବେଦନ କରିଛି ଦଇତାପତି ନିଯୋଗ । ପୂର୍ବରୁ ଦେଶରେ ଅନେକ ମହାମାରୀ ହୋଇଛି । ସେତେବେଳେ କିନ୍ତୁ ମହାପ୍ରଭୁଙ୍କ ରଥଯାତ୍ରା ବନ୍ଦ ହୋଇନାହିଁ । ଏଣୁ ପୂର୍ବ ଇତିହାସକୁ ଗୁରୁତ୍ୱ ଦେଇ ଚଳିତ ବର୍ଷ କଟକଣା ମଧ୍ୟରେ ରଥଯାତ୍ରା କରିବାକୁ ଅନୁରୋଧ କରାଯାଇଥିବା ନେଇ ସୂଚନା ମିଳିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More