କଟକ ବାରବାଟୀ ବିଧାୟକ ତଥା ମେଟ୍ରୋ ବିଲଡର୍ସ ଏମଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ

15

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ(ଓଆରଏଚଡିସି) ଓ ମେଟ୍ରୋ ବିଲ୍ଡର୍ସ ଦୁର୍ନୀତି ମାମଲାରେ ଗୁରୁବାର ରାୟ ଶୁଣାଇଛନ୍ତି ମାନ୍ୟବର ଭିଜିଲାନ୍ସ କୋର୍ଟ। ଏହି ମାମଲାରେ କଟକ ବାରବାଟୀ ବିଧାୟକ ତଥା ମେଟ୍ରୋ ବିଲଡର୍ସ ଏମଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ତାଙ୍କ ସହ ଓଆରଏଚଡିସିର ପୂର୍ବତନ ଏମଡି ଆଇଏଏସ ବିନୋଦ କୁମାରଙ୍କୁ ମଧ୍ୟ ଜେଲ୍ ଦଣ୍ଡାଦେଶ ହୋଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More