କଟକ ସହରରୁ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪ କୁ ବୃଦ୍ଧି

13

Get real time updates directly on you device, subscribe now.

କଟକ ( ସଂଘର୍ଷ ମିଡିଆ ) : କଟକ ସହରରୁ ଆଜି ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତମାନ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪ ଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି। ୧୮୮ ସୁସ୍ଥ, ୧୩୯ ସକ୍ରିୟ କେସ ରହିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More