କରୋନା ଆତଙ୍କ :ଆସନ୍ତାକାଲିଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଜଗାକୁ ଭେଟି ପାରିବେନି ଶ୍ରଦ୍ଧାଳୁ

23

Get real time updates directly on you device, subscribe now.

ପୁରୀ: ବିଶ୍ୱବ୍ୟାପି ଆତଙ୍କ ସୃଷ୍ଟି କରିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି ଅର୍ଥାତ୍‍ ଶୁକ୍ରବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରୀନ୍ଦିରରେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କେହିବି ଦର୍ଶନାର୍ଥୀ କାଲିଠାରୁ ଶ୍ରୀମନ୍ଦିରରେ ପ୍ରବେଶ କରି ପାରିବେନି। କେବଳ ସେବାୟତମାନେ ନୀତିକାନ୍ତି ପାଇଁ ଶ୍ରୀମନ୍ଦିର ଭିତରକୁ ଯାଇ ପାରିବେ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଆଜି(ଗୁରୁବାର) ସୂଚନା ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More