କରୋନା କଟକଣା ମଧ୍ୟରେ ଆରମ୍ଭ ହେଲା ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ

14

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : କରୋନା କଟକଣା ମଧ୍ୟରେ ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ମାଧ୍ୟମରେ ନବୀନ ନିବାସରୁ ଏବଂ ଲୋକସେବା ଭବନରୁ ୬ ଜଣ ବିଧାୟକ ବୈଠକରେ ଭାଗ ନେଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ପ୍ରାରମ୍ଭରେ ଶୋକ ପ୍ରସ୍ତାବ ଉପରେ ଆଲୋଚନା ହେଉଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More