କାରୋନା ଆତଙ୍କ : ଦେଶରେ ୨୪ ଘଣ୍ଟାରେ ୬୫୪ ମୃତ; ମୋଟ ମୃତ୍ୟୁ ସଂଖ୍ୟା ୩୩ ହଜାର ୪୨୫କୁ ବୃଦ୍ଧି

12

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୪୭ ହଜାର ୭୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪ ଲକ୍ଷ ଟପିଛି। ଏଥିସହ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ଲକ୍ଷ ୮୩ ହଜାର ୧୫୬ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୬୫୪ ଜଣଙ୍କ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୩୩ ହଜାର ୪୨୫ କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More