ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ଆଉ ୨୪୫ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୯୬ ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲାରୁ ୪୦ ଆକ୍ରାନ୍ତ ରହିଛନ୍ତି। ଏମାନଙ୍କ ମଧ୍ୟରେ ରାଜଧାନୀ ଭୁବନେଶ୍ଵରରୁ ରହିଛନ୍ତି ୨୫ ସଂକ୍ରମିତ, ଯେଉଁଥିରୁ ୨୩ ଜଣ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ବା ଲୋକାଲ କେସ୍। ହୋମ୍ କ୍ବାରେଣ୍ଟାଇନରୁ ୨ଜଣ ପଜିଟିଭ ଚିହ୍ନଟ ଚିହ୍ନଟ ହୋଇଛନ୍ତି।