କାରୋନା ତାଣ୍ଡବ : ଦେଶରେ ୨୪ ଘଣ୍ଟାରେ ୪୯,୯୩୧ ସଂକ୍ରମିତ, ୭୦୮ ମୃତ

30

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି ।  ଗତ ୨୪ ଘଣ୍ଟାରେ ୪୯ ହଜାର ୯୩୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଗୋଟିଏ ଦିନରେ ୭୦୮ ଜଣଙ୍କ ପ୍ରାଣ ହରାଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More