କିସାନ ସମାଜ ପ୍ରତିଷ୍ଠାତାଙ୍କ ବିୟୋଗ

19

Get real time updates directly on you device, subscribe now.

ରାଉରକେଲା(ସଂଘର୍ଷ ମିଡିଆ) : ଲାଠିକଟା ବ୍ଲକର ବଲଣ୍ଡା ନିବାସୀ ପାଣୁ ମାଝୀ(୮୫)ଙ୍କ ଆଜି ବିୟୋଗ ଘଟିଛି । କିସାନ ସମାଜ ସଂଗଠନର ସେ ଅନ୍ୟତମ ପ୍ରତିଷ୍ଠାତା ତଥା ବନବାସୀ କଲ୍ୟାଣ ଆଶ୍ରମର ପୂର୍ବତନ ସଭାପତି ଥିଲେ । ଆଜି ବୁର୍ଲା ମେଡିକାଲରେ ତାଙ୍କର ଦେହାନ୍ତ ହେବାପରେ ତାଙ୍କ ପାର୍ଥିବ ଶରୀରକୁ ଅଣାଯାଇ ବେଦବ୍ୟାସ ଘାଟ ଠାରେ ଅନ୍ତିମ ସଂସ୍କାର କରାଯାଇଛି । କିସାନ ସମାଜର ବହୁ ବିଶିଷ୍ଟ ବ୍ୟକ୍ତି ଓ ବିଭିନ୍ନ ସଂଗଠନର କର୍ମକର୍ତ୍ତା ମାନେ ଶେଷ ଦର୍ଶନ କରିବା ସହ ଶବାଧାରରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More