କ୍ୟାପିଟାଲ ହସ୍ପିଟାଲରେ କାଲିଠୁ ଖୋଲିବ ସ୍ୱତନ୍ତ୍ର ଡେଙ୍ଗୁ ଟେଷ୍ଟିଂ ସେଣ୍ଟର

17

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : – ରାଜଧାନୀ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ କାଲିଠୁ ଖୋଲିବ ସ୍ୱତନ୍ତ୍ର ଡେଙ୍ଗୁ ଟେଷ୍ଟିଂ ସେଣ୍ଟର । ଭିଡ଼ ଏଡ଼ାଇବା ଲାଗି କାଲିଠୁ ଖୋଲିବ ସ୍ୱତନ୍ତ୍ର ଟେଷ୍ଟିଂ ସେଣ୍ଟର । କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More