ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ଵାଇଁ କରୋନାରେ ଆକ୍ରାନ୍ତ

29

Get real time updates directly on you device, subscribe now.

ଖୋର୍ଦ୍ଧା ( ସଂଘର୍ଷ ମିଡିଆ ) : ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ବାଇଁଙ୍କୁ କରୋନା । ଆଜି ଏସ୍‌ପିଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡିଛି । ସ୍ବାବ୍ ଟେଷ୍ଟରୁ ସେ କରୋନା ପଜିଟିଭ୍ ଥିବା ସୂଚନା ମିଳିଛି । ଡାକ୍ତରଙ୍କ ପରାମର୍ଶ ପରେ ଏସ୍‌ପି ହୋମ ଆଇସୋଲେସନରେ ରହିଥିବା ଜଣାପଡିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More