ଖୋର୍ଦ୍ଧା ଜିଲାରେ ୧୧ ପୁଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ

37

Get real time updates directly on you device, subscribe now.

ଖୋର୍ଦ୍ଧା ( ସଂଘର୍ଷ ମିଡିଆ ) : ଖୋର୍ଦ୍ଧା ଜିଲାରେ ୧୧ ଜଣ ପୁଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୁଲିସ କରୋନା​‌ରେ ଆକ୍ରାନ୍ତ ହୋଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ଅନ୍ୟ କର୍ମଚାରୀମାନଙ୍କୁ ଗୃହ ସଙ୍ଗରୋଧରେ ରହିବା ପାଇଁ ନିର୍ଦେଶ ଦିଆଯାଇଛି। ଏନେଇ ଜିଲାପାଳ ସୂଚନା ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More