ଗଞ୍ଜାମରେ ୨ କରୋନାପଜିଟିଭ୍ ଚିହ୍ନଟ , ଆକ୍ରାନ୍ତଙ୍କ ସଂଖ୍ୟା ୧୬୦କୁ ବୃଦ୍ଧି

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଗଞ୍ଜାମରୁ ୨ଜଣ  କରୋନାପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦କୁ ବୃଦ୍ଧି ପାଇଛି । ବିଳମ୍ବିତ ରାତିରେ ଏହି ୨ ରୋଗୀ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ୧୦୨ଜଣ କରୋନା ଆକ୍ରାନ୍ତ ବିଭିନ୍ନ ସ୍ଥାନରେ ଚିକତ୍ସିତ ହେଉଥିବା ବେଳେ ୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ନୂଆ ଜିଲ୍ଲା ଭାବେ ଗଞ୍ଜାମ କରୋନା ସଂକ୍ରମର ସୂଚୀରେ ସ୍ଥାନ ପାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More