ଗଣ୍ଡିବେଡ ସରକାରୀ ଉଚ୍ଚ ବିଦ୍ୟାଳୟର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

18

Get real time updates directly on you device, subscribe now.

ବାଲେଶ୍ଵର(ସଂଘର୍ଷ ମିଡିଆ) : – ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଅନ୍ତର୍ଗତ ଗଣ୍ଡିବେଡ ଉଚ୍ଚ ବିଦ୍ୟାଳୟର ଷଷ୍ଠ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଥିଲା । ଏହି ପୋଷକ ବିତରଣ ଉତ୍ସବରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପ୍ରମୋଦ କୁମାର ମହାପାତ୍ର ସହ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ବନିତା ପ୍ରଧାନ, ସମିତି ସଭ୍ୟl, S M C ଚେୟାରମେନ ଶ୍ରୀଯୁକ୍ତ ଅକ୍ଷୟ କୁମାର ଦାଶ,S M C କମିଟି ମେମ୍ବର ଶ୍ରୀ ବନମାଳୀ ପ୍ରଧାନ, ମିତାଲି ଜେନା,ମମତା ନାୟକ ଉପସ୍ଥିତ ଥିଲେ । ବାଲେଶ୍ଵର ଖଇରାରୁ ଜୟନ୍ତ କୁମାର ରାଉତଙ୍କ ରିପୋର୍ଟ ସଂଘର୍ଷ ନିଉଜ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More