ଗ୍ୟାସ୍‍ ସିଲିଣ୍ଡର ଫାଟି ୧୦ବଖରା ଘର ଭସ୍ମୀଭୂତ

24

Get real time updates directly on you device, subscribe now.

ପୁରୀ ( ସଂଘର୍ଷ ମିଡିଆ ) : ପିପିଲି ବ୍ଲକ ଦୁର୍ଗାଦାସପୁର ପଞ୍ଚାୟତ ଅନ୍ତର୍ଗତ ଠଣଠଣା ଜେନା ସାହିରେ ଆଜି ଗ୍ୟାସ୍‍ ସିଲିଣ୍ଡର ଫାଟି ୧୦ ବଖରା ଘର ଜଳିଯାଇଛି। ତେବେ ସୌଭାଗ୍ୟବସତଃ ଏଥିରେ କେହି ମୃତାହତ ହୋଇନଥିବା ଜଣାପଡିଛି। ପିପିଲିରୁ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ଦେଢଘଣ୍ଟାକାଳ ଅକ୍ଳାନ୍ତ ପରିଶ୍ରମ କରି ଅଗ୍ନିକୁ ଆୟତ୍ତ କରିଥିଲା।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More