ଚିନ୍ତା ବଢାଇଲେ ସୁରତ ଫେରନ୍ତା :ଆଜି ରାଜ୍ୟରେ ଚିହ୍ନଟ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଗଞ୍ଜାମ ଜିଲାର ହୋଇଥିବା ସ୍ଵାସ୍ଥ୍ୟ ବିଭାଗର ସୂଚନା

23

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ଏକକାଳୀନ ସର୍ବାଧିକ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ୨୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି ।ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁସାରେ ଗଞ୍ଜାମ ଜିଲାରୁ ଆଜି ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରେ ୧୬ ଜଣ ପୁରୁଷ ରହିଥିବା ବେଳେ ଜଣେ ମହିଳା ରହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More