ଜାତୀୟ କୃମି ନାଶକ ଦିବସ ଉପଲକ୍ଷେ ସଚେତନତା ରଥର ଶୁଭାରମ୍ଭ

13

Get real time updates directly on you device, subscribe now.

ନବରଙ୍ଗପୁର(ସଂଘର୍ଷ ମିଡିଆ): – ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଜାତୀୟ କୃମି ନାଶକ ଦିବସ ପାଳନ ଅବସରରେ ସଚେତନତା ରଥ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡଃ ସୁବାସିସ ସାହୁ ଶୁଭ ଉଦ୍ଘାଟନ କରିଥିଲେ। ଏହି ସଚେତନତା ରଥ ରେ ଡାକବାଜି ଜନ୍ତ୍ର ଦ୍ଵାରା ନିରୀହ ସିଶୁ କିପରି କୃମି ଦାଉରୁ ରକ୍ଷା ପାଇପାରିବେ ଓ ଔଷଧ ସେବନ ବିଷୟରେ ପ୍ରଚାର ମାଧ୍ୟମରେ ଗାଁ ଗାଁ ବୁଲି ଅବଗତ କରାଯାଇଥିଲା। ଏଥିରେ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରି ଥିଲେ। ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ସଂଘର୍ଷ ନିଉଜ୍ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More