ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଜାତୀୟ ପ୍ରେସ ଦିବସ ପାଳିତ

14

Get real time updates directly on you device, subscribe now.

କେନ୍ଦ୍ରାପଡା(ସଂଘର୍ଷ ମିଡିଆ) : – ଆଜି ଜାତୀୟ ପ୍ରେସ ଦିବସ 2022 କେନ୍ଦ୍ରାପଡ଼ା ଜିଲ୍ଲା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପିତାମ୍ବର ସାମଲ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ମୁଖ୍ୟ ଆଭିମୁଖ୍ୟ ରାଷ୍ଟ୍ରର ନିର୍ମାଣରେ ଗଣମାଧ୍ୟମ ଭୂମିକା, ଏହିପରିପେଖିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସାମଲ ଉପସ୍ଥିତ ସାମ୍ବାଦିକ ମାନଙ୍କୁ ସ୍ୱାଗତ କରିବା ସବ ଦିବସର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ । ଉପସ୍ଥିତ ବରିଷ୍ଟ ସାମ୍ବାଦିକ ପରୀକ୍ଷିତ ପାତ୍ର ନିଜର 40 ବର୍ଷର ସମ୍ବାଦିକ ଅନୁଭୂତି ସମ୍ପର୍କରେ ଆଲୋକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ରବୀନ୍ଦ୍ର ପତି, ଚିତ୍ତରଞ୍ଜନ ଦାସ, ଜଗନ୍ନାଥ ଧଳ, ଜୀବନ ସିଂହ, ଦୁର୍ଗାପତି କର, ରବୀନ୍ଦ୍ର ସିଂହ, ଅଲେଖ ନାୟକ, ବଳରାମ ବେହେରା, ରଞ୍ଜନ ସାହୁ, ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More