ଜିଲ୍ଲା ପ୍ରଶାସନ ତରଫରୁ ଜାତୀୟ ପ୍ରେସ ଦିବସ ପାଳିତ

14

Get real time updates directly on you device, subscribe now.

ନବରଙ୍ଗପୁର(ସଂଘର୍ଷ ମିଡିଆ) : – ଆଜି ନବରଙ୍ଗପୁର ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଜିଲ୍ଲା ଆଜି ନବରଙ୍ଗପୁର ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ତରଫରୁ ଜାତୀୟ ପେସ୍ର ଦିବସ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାପାଳ ଡାକ୍ତର କମଳ ଲୋଚନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାମ୍ବାଦିକ ମାନଙ୍କର ବିଭିନ୍ନ ସମସ୍ୟା ସମ୍ମୁଖୀନ କରିଥିବା ଏବଂ ସଙ୍ଘର୍ଷ ସମ୍ପର୍କ ରେ କହିଥିଲେ ଓ ସାମ୍ବାଦିକ ମାନଙ୍କ ଉଜ୍ୱଳ ଭବିଷତ କାମନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପରିଚାଳନା କରିଥିଲେ । ନବରଙ୍ଗପୁର ଜିଲ୍ଲାର ଦଶଟି ବ୍ଲକର ବହୁ ସାମ୍ବାଦିକ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାପାଳ ଡାକ୍ତର କମଳ ଲୋଚନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାମ୍ବାଦିକ ମାନଙ୍କର ବିଭିନ୍ନ ସମସ୍ୟା ସମ୍ମୁଖୀନ କରିଥିବା ଏବଂ ସଙ୍ଘର୍ଷ ସମ୍ପର୍କରେ କହିଥିଲେ ଓ ସାମ୍ବାଦିକ ମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ । ନବରଙ୍ଗପୁର ଜିଲ୍ଲାର ଦଶଟି ବ୍ଲକର ବହୁ ସାମ୍ବାଦିକ ଉପସ୍ଥିତ ରହିଥିଲେ । ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ସଙ୍ଘର୍ଷ ନିୟୁଜ୍।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More